ଯିରିମୀୟ 17:10 - ଓଡିଆ ବାଇବେଲ10 ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ। See the chapterପବିତ୍ର ବାଇବଲ (Re-edited) - (BSI)10 ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।” See the chapterପବିତ୍ର ବାଇବଲ10 ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ। See the chapter |