ଯିରିମୀୟ 17:15 - ଓଡିଆ ବାଇବେଲ15 ଦେଖ, ସେମାନେ ମୋତେ କୁହନ୍ତି, ସଦାପ୍ରଭୁଙ୍କର ବାକ୍ୟ କାହିଁ। ତାହା ଏବେ ଉପସ୍ଥିତ ହେଉ। See the chapterପବିତ୍ର ବାଇବଲ (Re-edited) - (BSI)15 ଦେଖ, ସେମାନେ ମୋତେ କୁହନ୍ତି, ସଦାପ୍ରଭୁଙ୍କର ବାକ୍ୟ କାହିଁ। ତାହା ଏବେ ଉପସ୍ଥିତ ହେଉ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଦେଖ, ସେମାନେ ମୋତେ କୁହନ୍ତି, “ସଦାପ୍ରଭୁଙ୍କର ବାକ୍ୟ କାହିଁ। ତାହା ଏବେ ଉପସ୍ଥିତ ହେଉ।” See the chapterପବିତ୍ର ବାଇବଲ15 ସେମାନେ ମୋତେ କୁହନ୍ତି, “ହେ ଯିରିମିୟ, ସଦାପ୍ରଭୁଙ୍କର ବାକ୍ୟ କାହିଁ? ତାହା ଏବେ ଉପସ୍ଥିତ ହେଉ।” See the chapter |