ଯିରିମୀୟ 17:6 - ଓଡିଆ ବାଇବେଲ6 ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ। See the chapterପବିତ୍ର ବାଇବଲ (Re-edited) - (BSI)6 ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ। See the chapterପବିତ୍ର ବାଇବଲ6 ସେହି ମନ୍ଦ ବ୍ୟକ୍ତି ମରୁଭୂମିସ୍ଥିତ ଝାଉଁବୃକ୍ଷ ତୁଲ୍ୟ ହେବ। ସେ ମଙ୍ଗଳ ଉପସ୍ଥିତ ହେବା ଦେଖିବ ନାହିଁ। ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବେ। See the chapter |