ଯିରିମୀୟ 18:12 - ଓଡିଆ ବାଇବେଲ12 ମାତ୍ର ସେମାନେ କହନ୍ତି, ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା। See the chapterପବିତ୍ର ବାଇବଲ (Re-edited) - (BSI)12 ମାତ୍ର ସେମାନେ କହନ୍ତି, ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ସେମାନେ କହନ୍ତି, ‘ଭରସା ନାହିଁ; କାରଣ ଆମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ ଚାଲିବା ଓ ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ କର୍ମ କରିବା।’ See the chapterପବିତ୍ର ବାଇବଲ12 ମାତ୍ର ଯିହୁଦାବାସୀ କହନ୍ତି, ‘ତୁମ୍ଭ କଥା ଆମ୍ଭେ ଶୁଣିବୁ ନାହିଁ। କାରଣ ତୁମ୍ଭେମାନେ ଆପଣା ଆପଣା ସଂକଳ୍ପ ଅନୁସାରେ କର୍ମ କରିବ। ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣ ବାଧ୍ୟତାନୁସାରେ କର୍ମ କରି ଗ୍ଭଲିବୁ।’” See the chapter |