ଯିରିମୀୟ 2:8 - ଓଡିଆ ବାଇବେଲ8 “ସଦାପ୍ରଭୁ କାହାନ୍ତି,” ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥାହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ। See the chapterପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ କାହାନ୍ତି, ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍-ଗମନ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ‘ସଦାପ୍ରଭୁ କାହାନ୍ତି,’ ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ। See the chapterପବିତ୍ର ବାଇବଲ8 “ଯାଜକମାନେ କହିଲେ ନାହିଁ ଯେ, ‘ସଦାପ୍ରଭୁ କାହାନ୍ତି,’ ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ, ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚାଦ୍ଗମନ କଲେ।” See the chapter |