Online Bible

- Advertisements -




ଯିରିମୀୟ 22:30 - ଓଡିଆ ବାଇବେଲ

30 ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

30 ସଦାପ୍ରଭୁ ଏହି କଥା କହନ୍ତି, ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ନୋହିବ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ଵ କରି ସମୃଦ୍ଧ ନୋହିବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”

See the chapter Copy

ପବିତ୍ର ବାଇବଲ

30 ସଦାପ୍ରଭୁ କହନ୍ତି, “କନିୟ ବିଷୟରେ ଏହି କଥା ଲେଖ, ‘ସେ ନିଃସନ୍ତାନ ହେବ। ସେ ନିଜ ଜୀବନକାଳ ମଧ୍ୟରେ ଭାଗ୍ୟବାନ୍ ହେବ ନାହିଁ। କାରଣ ତାହାର ବଂଶର କୌଣସି ଲୋକ ଦାଉଦଙ୍କ ସିଂହାସନରେ ବସିବ ନାହିଁ, କି ଯିହୁଦା ଉପରେ ଆପଣା ଶାସନ କର୍ତ୍ତୃତ୍ୱ କରି ଭାଗ୍ୟବାନ୍ ହେବ ନାହିଁ।’”

See the chapter Copy




ଯିରିମୀୟ 22:30

Follow us:

Advertisements


Advertisements