ଯିରିମୀୟ 23:37 - ଓଡିଆ ବାଇବେଲ37 ତୁମ୍ଭେ ଭବିଷ୍ୟଦ୍ବକ୍ତାଙ୍କୁ ଏହି କଥା କହିବ, “ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି ? ଓ ସଦାପ୍ରଭୁ କି କଥା କହିଅଛନ୍ତି ?” See the chapterପବିତ୍ର ବାଇବଲ (Re-edited) - (BSI)37 ତୁମ୍ଭେ ଭବିଷ୍ୟଦ୍ବକ୍ତାକୁ ଏହି କଥା କହିବ, ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି? ଓ ସଦାପ୍ରଭୁ କି କଥା କହିଅଛନ୍ତି? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ତୁମ୍ଭେ ଭବିଷ୍ୟଦ୍ବକ୍ତାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି?’ ଓ ‘ସଦାପ୍ରଭୁ କି କଥା କହିଅଛନ୍ତି?’ See the chapterପବିତ୍ର ବାଇବଲ37 “ତୁମ୍ଭେ ଯଦି ପରମେଶ୍ୱରଙ୍କ ବାର୍ତ୍ତା ଜାଣିବାକୁ ଗ୍ଭହୁଁଛ, ତେବେ ଜଣେ ଭବିଷ୍ୟଦ୍ବକ୍ତାଙ୍କୁ ଏହିକଥା କହିବ, ‘ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି?’ କିମ୍ବା ‘ସଦାପ୍ରଭୁ କି କଥା କହିଛନ୍ତି?’ See the chapter |