ଯିରିମୀୟ 23:4 - ଓଡିଆ ବାଇବେଲ4 ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା,ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ,” ଏହା ସଦାପ୍ରଭୁ କହନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)4 ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ନୋହିବେ, କିଅବା ସେମାନଙ୍କର କେହି ଅନୁପସ୍ଥିତ ନୋହିବ, ଏହା ସଦାପ୍ରଭୁ କହନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା, ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ, ଏହା ସଦାପ୍ରଭୁ କହନ୍ତି। See the chapterପବିତ୍ର ବାଇବଲ4 ଆଉ ଆମ୍ଭେ ସେମାନଙ୍କ ଉଦ୍ଦେଶ୍ୟରେ ନୂତନ ପାଳକ ନିଯୁକ୍ତ କରିବା। ସେମାନେ ସେମାନଙ୍କୁ ଚରାଇବେ ଓ ଯତ୍ନ ନେବେ। ଆଉ ଆମ୍ଭର ପଲ ଭୟଭୀତ କି ନିରାଶ ହେବେ ନାହିଁ। ପୁଣି ସେମାନଙ୍କ ମଧ୍ୟରୁ କେହି ହଜିବେ ନାହିଁ।” ଏହା ସଦାପ୍ରଭୁ କହନ୍ତି। See the chapter |