ଯିରିମୀୟ 25:30 - ଓଡିଆ ବାଇବେଲ30 ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, “ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ। See the chapterପବିତ୍ର ବାଇବଲ (Re-edited) - (BSI)30 ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଊର୍ଦ୍ଧ୍ଵରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ‘ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ। See the chapterପବିତ୍ର ବାଇବଲ30 “ହେ ଯିରିମିୟ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କର। ସେମାନଙ୍କୁ କୁହ, ‘ସଦାପ୍ରଭୁ ଊର୍ଦ୍ଧ୍ୱସ୍ଥ ହୁଙ୍କାର କରିବେ। ସେ ଆପଣା ପବିତ୍ର ବାସସ୍ଥାନରୁ ଆପଣା ଚିତ୍କାର ଶୁଣାଇବେ। ପୁଣି ସେ ଆପଣା ଲୋକମାନଙ୍କ ଖୁଆଡ଼ ଉପରେ ମହାରବ କରିବେ ଓ ସେ ଦ୍ରାକ୍ଷାରସମର୍ଦ୍ଦନକାରୀମାନଙ୍କ ପରି ପୃଥିବୀବାସୀ ସମସ୍ତଙ୍କ ବିରୁଦ୍ଧରେ ସିଂହାସନ କରିବେ। See the chapter |