ଯିରିମୀୟ 27:17 - ଓଡିଆ ବାଇବେଲ17 ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ ?” See the chapterପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ? See the chapterପବିତ୍ର ବାଇବଲ17 ତୁମ୍ଭେମାନେ ସେମାନଙ୍କ କଥାରେ ଧ୍ୟାନ ଦିଅ ନାହିଁ। ବାବିଲ ରାଜାର ସେବା କର, ତାହାହେଲେ ତୁମ୍ଭେମାନେ ବଞ୍ଚିବ। ଆଉ ଏହି ନଗର ଯିରୁଶାଲମକୁ କାହିଁକି ଧ୍ୱଂସ କରିବାକୁ ଦେବ? See the chapter |