ଯିରିମୀୟ 29:21 - ଓଡିଆ ବାଇବେଲ21 କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ; See the chapterପବିତ୍ର ବାଇବଲ (Re-edited) - (BSI)21 କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ‘କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ; See the chapterପବିତ୍ର ବାଇବଲ21 “କୋଲାୟର ପୁତ୍ର ଆହାବ ଓ ମାସେୟର ପୁତ୍ର ସିଦିକିୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି। ତେଣୁ ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ସେମାନଙ୍କୁ ପଠାଇବୁ। ଆଉ ସେ ସମସ୍ତ ଲୋକଙ୍କ ସମ୍ମୁଖରେ ସେମାନଙ୍କୁ ବଧ କରିବ। See the chapter |