ଯିରିମୀୟ 3:10 - ଓଡିଆ ବାଇବେଲ10 ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି,” ଏହା ସଦାପ୍ରଭୁ କହନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)10 ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି, ଏହା ସଦାପ୍ରଭୁ କହନ୍ତି।” See the chapterପବିତ୍ର ବାଇବଲ10 ଏସବୁ ସତ୍ତ୍ୱେ ଇସ୍ରାଏଲର ବିଶ୍ୱାସଘାତିନୀ ଭଉଣୀ ଯିହୁଦା ସର୍ବାନ୍ତଃକରଣରେ ଆମ୍ଭ ନିକଟକୁ ଆସିଲା ନାହିଁ। ମାତ୍ର ସେ ଆମ୍ଭ ନିକଟକୁ ଆସିଛି ବୋଲି କେବଳ ଛଳନା କଲା।” ଏହା ସଦାପ୍ରଭୁ କହନ୍ତି। See the chapter |