ଯିରିମୀୟ 3:2 - ଓଡିଆ ବାଇବେଲ2 ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନ ସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ। See the chapterପବିତ୍ର ବାଇବଲ (Re-edited) - (BSI)2 ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ଵାରା ଦେଶ ଅଶୁଚି କରିଅଛ । See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ। See the chapterପବିତ୍ର ବାଇବଲ2 “ନିଷ୍ଫଳ ପର୍ବତକୁ ଦେଖ। କେଉଁଠାରେ ତୁମ୍ଭେ ବ୍ୟଭିଗ୍ଭର କରି ନାହଁ? ଯେପରି ଜଣେ ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେହିପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ। ଆଉ ତୁମ୍ଭେ ଆପଣା ଅବିଶ୍ୱାସନୀୟତା ଓ ଦୁଷ୍କର୍ମ ଦ୍ୱାରା ଦେଶକୁ ‘ଅଶୁଚି’ କରିଅଛ। See the chapter |