ଯିରିମୀୟ 3:7 - ଓଡିଆ ବାଇବେଲ7 ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ‘ସେ ଆମ୍ଭ ନିକଟକୁ ଫେରି ଆସିବ,’ ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା। See the chapterପବିତ୍ର ବାଇବଲ (Re-edited) - (BSI)7 ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ସେ ଆମ୍ଭ ନିକଟକୁ ଫେରି ଆସିବ; ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ସେ ଆମ୍ଭ ନିକଟକୁ ଫେରି ଆସିବ, ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା। See the chapterପବିତ୍ର ବାଇବଲ7 ସେ ଏହିସବୁ ଅପକର୍ମ କଲାପରେ ମୁଁ ଇସ୍ରାଏଲକୁ କହିଲି, ‘ତୁମ୍ଭେ ମୋ’ ନିକଟକୁ ଫେରି ଆସିବା ଉଚିତ୍? ମାତ୍ର ସେ ଫେରି ଆସିଲା ନାହିଁ ଆଉ ତାହାର ବିଶ୍ୱାସଘାତିନୀ ଭଉଣୀ ଯିହୁଦା ଏହା ଦେଖିଲା। See the chapter |