ଯିରିମୀୟ 30:21 - ଓଡିଆ ବାଇବେଲ21 ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ,’ କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ ? See the chapterପବିତ୍ର ବାଇବଲ (Re-edited) - (BSI)21 ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ? See the chapterପବିତ୍ର ବାଇବଲ21 ପୁଣି ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ। ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ସୃଷ୍ଟି ହେବେ। ଆଉ ଆମ୍ଭେ ତାହାକୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ।” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭ ନିକଟକୁ ଯେ ଆସିବା ପାଇଁ ସାହସ କରିଅଛନ୍ତି, ସେ କିଏ? See the chapter |