ଯିରିମୀୟ 31:3 - ଓଡିଆ ବାଇବେଲ3 ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, “ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ। See the chapterପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ,। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ। See the chapterପବିତ୍ର ବାଇବଲ3 ସଦାପ୍ରଭୁ ତାକୁ ବହୁଦୂର ସ୍ଥାନରୁ ଦର୍ଶନ ଦେଲେ ଓ କହିଲେ, “ଆମ୍ଭେ ଚିରସ୍ଥାୟୀ ଭାବରେ ତୁମ୍ଭକୁ ପ୍ରେମ କରି ଆସିଛୁ। ଏଣୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିବା। See the chapter |