Online Bible

- Advertisements -




ଯିରିମୀୟ 31:30 - ଓଡିଆ ବାଇବେଲ

30 ମାତ୍ର ପ୍ରତ୍ୟେକ ଲୋକ ନିଜ ଅଧର୍ମ ସକାଶୁ ମରିବ, ଆଉ ଯେଉଁ ଜନ ଅମ୍ଳ ଦ୍ରାକ୍ଷାଫଳ ଖାଏ, ତାହାରି ଦାନ୍ତ ଖଟା ହେବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

30 ମାତ୍ର ପ୍ରତ୍ୟେକ ଲୋକ ନିଜ ଅଧର୍ମ ସକାଶୁ ମରିବ, ଆଉ ଯେଉଁ ଜନ ଅମ୍ଳ ଦ୍ରାକ୍ଷାଫଳ ଖାଏ, ତାହାରି ଦା; ଖଟା ହେବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ମାତ୍ର ପ୍ରତ୍ୟେକ ଲୋକ ନିଜ ଅଧର୍ମ ସକାଶୁ ମରିବ, ଆଉ ଯେଉଁ ଜନ ଅମ୍ଳ ଦ୍ରାକ୍ଷାଫଳ ଖାଏ, ତାହାରି ଦାନ୍ତ ଖଟା ହେବ।

See the chapter Copy

ପବିତ୍ର ବାଇବଲ

30 ସଦାପ୍ରଭୁ କହନ୍ତି, ପ୍ରତ୍ୟେକ ଲୋକ ନିଜର ପାପ ଯୋଗୁଁ ମରିବେ। କାରଣ ଅମ୍ଳ ଦ୍ରାକ୍ଷା ଫଳ ଖାଇବା ଲୋକର ଦାନ୍ତ କେବଳ ଖଟା ହେବ।”

See the chapter Copy




ଯିରିମୀୟ 31:30

Follow us:

Advertisements


Advertisements