ଯିରିମୀୟ 31:9 - ଓଡିଆ ବାଇବେଲ9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।” See the chapterପବିତ୍ର ବାଇବଲ (Re-edited) - (BSI)9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ଵାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ। See the chapterପବିତ୍ର ବାଇବଲ9 ସେମାନେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସେମାନଙ୍କୁ ଆଗେଇ ନେବା। ଆମ୍ଭେ ସେମାନଙ୍କୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦେଇ ସଳଖ ପଥରେ ଗମନ କରାଇବା। ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ। See the chapter |