ଯିରିମୀୟ 32:12 - ଓଡିଆ ବାଇବେଲ12 ପୁଣି, ମୋ’ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି। See the chapterପବିତ୍ର ବାଇବଲ (Re-edited) - (BSI)12 ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ଵାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ-ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି। See the chapterପବିତ୍ର ବାଇବଲ12 ପୁଣି ମୋ’ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ, କ୍ରୟପତ୍ରର ସ୍ୱାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରିୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି। See the chapter |