ଯିରିମୀୟ 34:15 - ଓଡିଆ ବାଇବେଲ15 ପୁଣି, ତୁମ୍ଭେମାନେ ଏଥିପୂର୍ବେ ଫେରି ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କରିଥିଲ ଓ ଆମ୍ଭ ନାମରେ ଖ୍ୟାତ ଗୃହରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ See the chapterପବିତ୍ର ବାଇବଲ (Re-edited) - (BSI)15 ପୁଣି, ତୁମ୍ଭେମାନେ ଏଥିପୂର୍ବେ ଫେରି ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କରିଥିଲ ଓ ଆମ୍ଭ ନାମରେ ଖ୍ୟାତ ଗୃହରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ତୁମ୍ଭେମାନେ ଏଥିପୂର୍ବେ ଫେରି ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କରିଥିଲ ଓ ଆମ୍ଭ ନାମରେ ଖ୍ୟାତ ଗୃହରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ See the chapterପବିତ୍ର ବାଇବଲ15 ପୁଣି ତୁମ୍ଭେମାନେ ଏହା ପରେ ଆପଣା ପ୍ରତିବାସୀଙ୍କୁ ମୁକ୍ତି କରି ଆମ୍ଭ ଦୃଷ୍ଟିରେ ଯଥାର୍ଥ କର୍ମ କଲ। ଆଉ ଆମ୍ଭ ନାମରେ ଖ୍ୟାତ ମନ୍ଦିରରେ ଆମ୍ଭ ସମ୍ମୁଖରେ ନିୟମ କରିଥିଲ। See the chapter |