ଯିରିମୀୟ 37:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା। See the chapterପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ଵ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା। See the chapterପବିତ୍ର ବାଇବଲ1 ଅନନ୍ତର ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶିୟର ପୁତ୍ର ସିଦିକିୟ ରାଜା ହୋଇ ରାଜତ୍ୱ କଲା। ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା। See the chapter |