ଯିରିମୀୟ 38:13 - ଓଡିଆ ବାଇବେଲ13 ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ। See the chapterପବିତ୍ର ବାଇବଲ (Re-edited) - (BSI)13 ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ। See the chapterପବିତ୍ର ବାଇବଲ13 ସେହି ଲୋକମାନେ ରଜ୍ଜୁ ସାହାଯ୍ୟରେ ଟାଣି ଯିରିମିୟଙ୍କୁ କୂପରୁ ବାହାର କରି ଆଣିଲେ। ଆଉ ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ। See the chapter |