Online Bible

- Advertisements -




ଯିରିମୀୟ 38:19 - ଓଡିଆ ବାଇବେଲ

19 ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍‍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

19 ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍‍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।”

See the chapter Copy

ପବିତ୍ର ବାଇବଲ

19 ମାତ୍ର ସିଦିକିୟ ରାଜା ଯିରିମିୟଙ୍କୁ କହିଲେ, “ଯେଉଁ ଯିହୁଦୀ ଲୋକମାନେ କ‌‌ଲ୍‌‌ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଛି। ସେମାନେ ହୁଏତ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ। ଆଉ ସେମାନେ ମୋତେ ଆଘାତ ଦେବେ।”

See the chapter Copy




ଯିରିମୀୟ 38:19

Follow us:

Advertisements


Advertisements