ଯିରିମୀୟ 38:5 - ଓଡିଆ ବାଇବେଲ5 ଏଥିରେ ସିଦିକୀୟ ରାଜା କହିଲା, “ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)5 ଏଥିରେ ସିଦିକୀୟ ରାଜା କହିଲା, ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିରେ ସିଦିକୀୟ ରାଜା କହିଲା, “ଦେଖ, ସେ ତୁମ୍ଭମାନଙ୍କ ହସ୍ତରେ ଅଛି; କାରଣ ରାଜା ତୁମ୍ଭମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବା ଲୋକ ନୁହନ୍ତି।” See the chapterପବିତ୍ର ବାଇବଲ5 ତେଣୁ ରାଜା ସିଦିକିୟ ସେହି ଅଧିପତିମାନଙ୍କୁ କହିଲେ, “ଦେଖ, ଯିରିମିୟ ବର୍ତ୍ତମାନ ତୁମ୍ଭମାନଙ୍କ ଅଧୀନରେ ଅଛି। ତୁମ୍ଭେମାନେ ତା’ ବିରୁଦ୍ଧରେ ଯାହା କରିବ ମୁଁ ବାରଣ କରିବି ନାହିଁ।” See the chapter |