ଯିରିମୀୟ 39:17 - ଓଡିଆ ବାଇବେଲ17 ମାତ୍ର ସଦାପ୍ରଭୁ କହନ୍ତି, ‘ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ହେବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)17 ମାତ୍ର ସଦାପ୍ରଭୁ କହନ୍ତି, ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ନୋହିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମାତ୍ର ସଦାପ୍ରଭୁ କହନ୍ତି, ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ହେବ ନାହିଁ। See the chapterପବିତ୍ର ବାଇବଲ17 ମାତ୍ର ସଦାପ୍ରଭୁ କହନ୍ତି, ‘ସେଦିନ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା। ଆଉ ତୁମ୍ଭେ ଯେଉଁ ଲୋକମାନଙ୍କୁ ଭୟ କରୁଛ, ସେମାନଙ୍କ ହସ୍ତରେ ତୁମ୍ଭେ ସମର୍ପିତ ହେବ ନାହିଁ। See the chapter |