ଯିରିମୀୟ 41:2 - ଓଡିଆ ବାଇବେଲ2 ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ୱାରା ଦେଶର ଶାସନକର୍ତ୍ତାପଦରେ ନିଯୁକ୍ତ, ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ଖଡ୍ଗାଘାତରେ ବଧ କଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ଵାରା ଦେଶର ଶାସନକର୍ତ୍ତା ପଦରେ ନିଯୁକ୍ତ, ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟକୁ ଖଡ଼୍ଗାଘାତରେ ବଧ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେତେବେଳେ ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ସେହି ଦଶ ଲୋକ ଉଠି ବାବିଲ ରାଜା ଦ୍ୱାରା ଦେଶର ଶାସନକର୍ତ୍ତା ପଦରେ ନିଯୁକ୍ତ, ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କୁ ଖଡ୍ଗାଘାତରେ ବଧ କଲେ। See the chapterପବିତ୍ର ବାଇବଲ2 ସେମାନେ ଏକତ୍ର ଭୋଜନ କରୁଥିବା ବେଳେ ଇଶ୍ମାୟେଲ ଓ ତାର ଦଶ ଜଣ ସଙ୍ଗୀ ଯିହୁଦାର ଶାସକ ଅହୀକାମର ପୁତ୍ର ଗଦଲିୟକୁ ହତ୍ୟା କଲେ, ଯାହାକୁ ବାବିଳର ରାଜା ଏହି ଭୂମିରେ ଖଣ୍ଡା ସାହାଯ୍ୟରେ ନିଯୁକ୍ତ କରିଥିଲେ। See the chapter |