ଯିରିମୀୟ 44:15 - ଓଡିଆ ବାଇବେଲ15 ସେତେବେଳେ ଯେଉଁମାନେ, ଆପଣା ସ୍ତ୍ରୀମାନେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାନ୍ତି ବୋଲି ଜାଣିଲେ, ସେମାନେ ଓ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ, ଅର୍ଥାତ୍, ମିସରର ପଥ୍ରୋଷ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମୀୟଙ୍କୁ ଉତ୍ତର ଦେଇ କହିଲେ, See the chapterପବିତ୍ର ବାଇବଲ (Re-edited) - (BSI)15 ସେତେବେଳେ ଯେଉଁମାନେ, ଆପଣା ସ୍ତ୍ରୀମାନେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାନ୍ତି ବୋଲି ଜାଣିଲେ, ସେମାନେ ଓ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ, ଅର୍ଥାତ୍, ମିସରର ପଥ୍ରୋଷ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମୀୟଙ୍କୁ ଉତ୍ତର ଦେଇ କହିଲେ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେତେବେଳେ ଯେଉଁମାନେ, ଆପଣା ସ୍ତ୍ରୀମାନେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାନ୍ତି ବୋଲି ଜାଣିଲେ, ସେମାନେ ଓ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ, ଅର୍ଥାତ୍, ମିସରର ପଥ୍ରୋଷ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମୀୟଙ୍କୁ ଉତ୍ତର ଦେଇ କହିଲେ, See the chapterପବିତ୍ର ବାଇବଲ15 ସେତେବେଳେ ବହୁ ସ୍ତ୍ରୀଲୋକ ଯିହୁଦାର ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ଧୂପ ଜଳାଉଥିଲେ। ସେମାନଙ୍କର ସ୍ୱାମୀମାନେ ଏହା ଜାଣିଲେ ମଧ୍ୟ ସେମାନଙ୍କୁ ନିବୃତ୍ତ କରୁ ନ ଥିଲେ। ସେମାନଙ୍କ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ ଆଉ ମିଶରର ପାଥ୍ରୋଷ୍ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମିୟଙ୍କୁ କହିଲେ, See the chapter |