ଯିରିମୀୟ 45:4 - ଓଡିଆ ବାଇବେଲ4 ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା। See the chapterପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା। See the chapterପବିତ୍ର ବାଇବଲ4 ତେଣୁ ସଦାପ୍ରଭୁ କହିଲେ, “ହେ ଯିରିମିୟ, ତୁମ୍ଭେ ବାରୂକକୁ ଏହି କଥା କୁହ, ‘ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଭାଙ୍ଗି ପକାଇବୁ ଓ ଯାହା ରୋପଣ କରିଅଛୁ ତାହା ଉତ୍ପାଟନ କରିବୁ। ଆଉ ସମୁଦାୟ ଯିହୁଦାରେ ଏହା କରିବୁ। See the chapter |