ଯିରିମୀୟ 47:5 - ଓଡିଆ ବାଇବେଲ5 ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ ? See the chapterପବିତ୍ର ବାଇବଲ (Re-edited) - (BSI)5 ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ୍, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଅକିଞ୍ଚନ ହୋଇଅଛି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ? See the chapterପବିତ୍ର ବାଇବଲ5 ଘସାର ଲୋକମାନେ ଦୁଃଖିତ ହୋଇ ସେମାନଙ୍କର ମସ୍ତକ ଟାଙ୍ଗରା କରିଛନ୍ତି। ଅସ୍କିଲୋନର ଲୋକମାନେ ଏବଂ ତଳଭୂମିର ଅବଶିଷ୍ଟାଂଶ ଲୋକ ନୀରବ ହୋଇଅଛନ୍ତି। ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ନିଜକୁ କାଟିବ? See the chapter |