ଯିରିମୀୟ 47:7 - ଓଡିଆ ବାଇବେଲ7 ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିପରି କ୍ଷାନ୍ତ ହୋଇପାର ? ସେ ଅସ୍କିଲୋନର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)7 ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିରୂପେ କ୍ଷା; ହୋଇପାର? ସେ ଅସ୍କିଲୋନ୍ର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିପରି କ୍ଷାନ୍ତ ହୋଇପାର? ସେ ଅସ୍କିଲୋନର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି।” See the chapterପବିତ୍ର ବାଇବଲ7 ମାତ୍ର ସଦାପ୍ରଭୁଙ୍କ ଖଡ଼୍ଗ କିପରି କ୍ଷାନ୍ତ ହେବ? ସଦାପ୍ରଭୁ ତାଙ୍କୁ ଆଜ୍ଞା ଦେଇଅଛନ୍ତି। ସେ ଅସ୍କିଲୋନ୍ ବିରୁଦ୍ଧରେ ଓ ସମୁଦ୍ର ତୀର ବିରୁଦ୍ଧରେ ତାହାକୁ ନିଯୁକ୍ତ କରିଅଛନ୍ତି।” See the chapter |