ଯିରିମୀୟ 48:15 - ଓଡିଆ ବାଇବେଲ15 ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ,” ସେ ଏହି କଥା କହନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)15 ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଳାଇ ଯାଇଅଛନ୍ତି, ଆଉ ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୋୟାବ ଉତ୍ସନ୍ନ ହୋଇଅଛି ଓ ସେମାନେ ତାହାର ନଗରସମୂହର ମଧ୍ୟକୁ ଯାଇଅଛନ୍ତି, ପୁଣି ତାହାର ମନୋନୀତ ଯୁବାମାନେ ବଧ ସ୍ଥାନକୁ ଓହ୍ଲାଇ ଯାଇଅଛନ୍ତି, ରାଜା, ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କର ନାମ, ସେ ଏହି କଥା କହନ୍ତି। See the chapterପବିତ୍ର ବାଇବଲ15 ଶତ୍ରୁସୈନ୍ୟ ମୋୟାବକୁ ଆକ୍ରମଣ କରି ତାହାକୁ ଧ୍ୱଂସ କରିବେ। ତାହା ବଳବାନ୍ ସୈନ୍ୟମାନଙ୍କୁ ବଧ୍ୟ ସ୍ଥାନରେ ବଧ କରିବ।” ଏହା ସୈନ୍ୟାଧିପତି ସଦାପ୍ରଭୁ ଏବଂ ରାଜା, ଏହି କଥା କହନ୍ତି। See the chapter |