ଯିରିମୀୟ 49:1 - ଓଡିଆ ବାଇବେଲ1 ଅମ୍ମୋନ ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ ? ତାହାର ଉତ୍ତରାଧିକାରୀ କି କେହି ନାହିଁ ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି ?” See the chapterପବିତ୍ର ବାଇବଲ (Re-edited) - (BSI)1 ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍କମ୍ କାହିଁକି ଗାଦର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି? See the chapterପବିତ୍ର ବାଇବଲ1 ଅମ୍ମୋନ ସନ୍ତାନଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ହେ ଅମ୍ମୋନୀୟ ସନ୍ତାନଗଣ, ତୁମ୍ଭେମାନେ କ’ଣ ଭାବୁଛ ଇସ୍ରାଏଲର ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କ’ଣ କେହି ନାହାନ୍ତି? ତେବେ ମିଲ୍କମ୍ କାହିଁକି ଗାଦ୍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁରେ ନଗର ସମୂହରେ ବାସ କରୁଅଛନ୍ତି?” See the chapter |