ଯିରିମୀୟ 49:7 - ଓଡିଆ ବାଇବେଲ7 ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍ରେ କି ଆଉ ଜ୍ଞାନ ନାହିଁ ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି ? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି ? See the chapterପବିତ୍ର ବାଇବଲ (Re-edited) - (BSI)7 ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୈମନରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍ରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି? See the chapterପବିତ୍ର ବାଇବଲ7 ସୈନ୍ୟାଧିପତି ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି, “ତୈମନରେ ଆଉ କ’ଣ ଜ୍ଞାନ ନାହିଁ? ଉତ୍ତମ ପରାମର୍ଶ ଦେବାକୁ ଇଦୋମରେ କ’ଣ ଜ୍ଞାନୀ ନାହାନ୍ତି? ସେମାନଙ୍କର ବୁଦ୍ଧି କ’ଣ ଅନ୍ତର୍ହିତ ହୋଇଅଛି? See the chapter |