ଯିରିମୀୟ 5:7 - ଓଡିଆ ବାଇବେଲ7 ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା ? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ। See the chapterପବିତ୍ର ବାଇବଲ (Re-edited) - (BSI)7 ଆମ୍ଭେ କିରୂପେ ତୁମ୍ଭକୁ କ୍ଷମା କରି ପାରିବା? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ଵର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “ଆମ୍ଭେ କିପରି ତୁମ୍ଭକୁ କ୍ଷମା କରି ପାରିବା? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ୱର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ। See the chapterପବିତ୍ର ବାଇବଲ7 ପରମେଶ୍ୱର ପୁଣି କହିଲେ, “ହେ ଯିହୁଦା, ତୁମ୍ଭେ ଗୋଟିଏ କାରଣ ଦିଅ, ଆମ୍ଭେ ତୁମ୍ଭକୁ କାହିଁକି କ୍ଷମା କରିବା? ତୁମ୍ଭର ସନ୍ତାନମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ଯେଉଁମାନେ ଈଶ୍ୱର ନୁହନ୍ତି ସେମାନେ ସେମାନଙ୍କ ନାମରେ ଶପଥ କରିଛନ୍ତି। ଆମ୍ଭେ ସେମାନଙ୍କୁ ସମସ୍ତ ଭୋଜନ ଦେଇ ପରିତୃପ୍ତ କରାଇଲେ ମଧ୍ୟ ସେମାନେ ବ୍ୟଭିଗ୍ଭରୀ ହେଲେ। ସେମାନେ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ବହୁ ସମୟ ଅତିବାହିତ କଲେ। See the chapter |