ଯିରିମୀୟ 51:2 - ଓଡିଆ ବାଇବେଲ2 ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ। See the chapterପବିତ୍ର ବାଇବଲ (Re-edited) - (BSI)2 ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ। See the chapterପବିତ୍ର ବାଇବଲ2 ପୁଣି ବିଦେଶୀମାନଙ୍କୁ ବାବିଲ ବିରୁଦ୍ଧରେ ପ୍ରେରଣ କରିବା, ସେମାନେ କୁଲାରେ ଅଗାଡ଼ି ଅଲଗା କଲାପରି ତାହାକୁ ଝାଡ଼ି ଦେଶ ଶୂନ୍ୟ କରିବେ। କାରଣ ବିନାଶ କାଳରେ ତା'ର ଚତୁର୍ଦ୍ଦିଗରେ ସୈନ୍ୟ ଘେରି ରହିବେ। See the chapter |