ଯିରିମୀୟ 51:39 - ଓଡିଆ ବାଇବେଲ39 ସଦାପ୍ରଭୁ କହନ୍ତି, “ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଳାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)39 ସଦାପ୍ରଭୁ କହନ୍ତି, ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଳାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗତିକ ହେବେ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ସଦାପ୍ରଭୁ କହନ୍ତି, ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, ପୁଣି ସେମାନେ ଯେପରି ଆହ୍ଲାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ। See the chapterପବିତ୍ର ବାଇବଲ39 ସଦାପ୍ରଭୁ କହନ୍ତି, “ସେମାନେ ଉତ୍ତ୍ୟକ୍ତ ହେଲା ପରେ ଆମ୍ଭେ ସେମାନଙ୍କ ପାଇଁ ଭୋଜି ପ୍ରସ୍ତୁତ କରିବା, ଆଉ ସେମାନଙ୍କୁ ଆହ୍ଲାଦିତ କରିବା ପାଇଁ ସେମାନଙ୍କୁ ମତ୍ତ କରିବା। ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହେବେ, ଆଉ ଉଠିବେ ନାହିଁ।” See the chapter |