ଯିରିମୀୟ 51:47 - ଓଡିଆ ବାଇବେଲ47 ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି। See the chapterପବିତ୍ର ବାଇବଲ (Re-edited) - (BSI)47 ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି। See the chapterପବିତ୍ର ବାଇବଲ47 ଆଉ ସେ ସମୟ ନିଶ୍ଚୟ ଆସିବ, ଯେତେବେଳେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ସମଗ୍ର ବାବିଲ ଲଜ୍ଜିତ ହେବ। ଆଉ ତାହାର ନିହତ ଲୋକମାନେ ନଗରର ରାସ୍ତାରେ ପତିତ ହେବେ। See the chapter |