ଯିରିମୀୟ 51:49 - ଓଡିଆ ବାଇବେଲ49 “ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। See the chapterପବିତ୍ର ବାଇବଲ (Re-edited) - (BSI)49 ବାବିଲ ଯେପରି ଇସ୍ରାଏଲ ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। See the chapterପବିତ୍ର ବାଇବଲ49 “ବାବିଲର ପତନ ନିଶ୍ଚିତ ହେବ, କାରଣ ସେ ଇସ୍ରାଏଲର ଲୋକମାନଙ୍କୁ ନିପାତିତ କରିଅଛି ଓ ପୃଥିବୀର ସମୁଦାୟ ଦେଶର ଲୋକଙ୍କୁ ବଧ କରିଅଛି। See the chapter |