ଯିରିମୀୟ 51:7 - ଓଡିଆ ବାଇବେଲ7 ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)7 ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ଵରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକି ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ଉନ୍ମତ୍ତ ଅଟନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି। See the chapterପବିତ୍ର ବାଇବଲ7 ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି। ତାହା ସମଗ୍ର ପୃଥିବୀକୁ ମତୁଆଳ କରିଅଛି। ଗୋଷ୍ଠୀମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି। ତେଣୁ ସେମାନେ ଉନ୍ମତ୍ତ ହୋଇଅଛନ୍ତି। See the chapter |