ଯିରିମୀୟ 51:9 - ଓଡିଆ ବାଇବେଲ9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି। See the chapterପବିତ୍ର ବାଇବଲ (Re-edited) - (BSI)9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ତ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି। See the chapterପବିତ୍ର ବାଇବଲ9 ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଚେଷ୍ଟା କଲୁ, ମାତ୍ର ସେ ସୁସ୍ଥ ହୋଇପାରିଲା ନାହିଁ। ଆସ, ଆମ୍ଭେମାନେ ତାକୁ ପରିତ୍ୟାଗ କରି ଆପଣା ଆପଣା ଦେଶକୁ ଗ୍ଭଲିଯିବା। ସ୍ୱର୍ଗର ପରମେଶ୍ୱର ତା'ର ଦଣ୍ଡ ବିଧାନ କରିବେ। ତାହାପାଇଁ ଯାହା ଘଟିବ ସେ ସ୍ଥିର କରିବେ। See the chapter |