ଯିରିମୀୟ 7:16 - ଓଡିଆ ବାଇବେଲ16 ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)16 ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ। See the chapterପବିତ୍ର ବାଇବଲ16 “ତେଣୁ ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। ସେମାନଙ୍କ ପାଇଁ କାତର ପ୍ରାର୍ଥନା ଉତ୍ସର୍ଗ କର ନାହିଁ। ସେମାନଙ୍କ ସାହାଯ୍ୟ ପାଇଁ ଆମ୍ଭକୁ ନିବେଦନ କର ନାହିଁ, କାରଣ ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିବା ନାହିଁ। See the chapter |