ଯିରିମୀୟ 9:7 - ଓଡିଆ ବାଇବେଲ7 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା ? See the chapterପବିତ୍ର ବାଇବଲ (Re-edited) - (BSI)7 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହାଛଡ଼ା ଆଉ କଅଣ କରିବା? See the chapterପବିତ୍ର ବାଇବଲ7 ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେପରି ଜଣେ ଶ୍ରମିକ ଧାତୁର ଶୁଦ୍ଧତା ଜାଣିବା ପାଇଁ ଅଗ୍ନିରେ ତରଳାଏ, ସେହିପରି ଆମ୍ଭେ ସେମାନଙ୍କୁ ପରୀକ୍ଷା କରିବା। ଆମ୍ଭ ଲୋକମାନେ ପାପ କରିଥିବା ହେତୁ ଆଉ ଆମ୍ଭେ କ’ଣ କରି ପାରିବା? See the chapter |