ଯୂନସ 3:3 - ଓଡିଆ ବାଇବେଲ3 ତହିଁରେ ଯୂନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ। ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା। See the chapterପବିତ୍ର ବାଇବଲ (Re-edited) - (BSI)3 ତହିଁରେ ଯୁନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ। ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ଯୂନସ ଉଠି ସଦାପ୍ରଭୁଙ୍କ ବାକ୍ୟାନୁସାରେ ନୀନିବୀକୁ ଗଲେ। ନୀନିବୀ ତିନି ଦିନ ଯାତ୍ରାର ପଥ, ଅତି ବଡ଼ ନଗର ଥିଲା। See the chapterପବିତ୍ର ବାଇବଲ3 ଯୂନସ ସଦାପ୍ରଭୁଙ୍କ ବାକ୍ୟକୁ ପାଳନ କରି ନୀନିବୀକୁ ଗଲେ। ଏହା ଏକ ବିରାଟ ନଗର ଥିଲା। ଜଣେ ଲୋକକୁ ସମଗ୍ର ସହରରେ ବୁଲି ଆସିବାକୁ ତିନି ଦିନ ସମୟ ଲାଗୁଥିଲା। See the chapter |