ଯୂନସ 4:3 - ଓଡିଆ ବାଇବେଲ3 ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋ’ ପ୍ରାଣ ମୋ’ଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।” See the chapterପବିତ୍ର ବାଇବଲ (Re-edited) - (BSI)3 ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏହେତୁ ହେ ସଦାପ୍ରଭୁ, ବିନତି କରେ, ଏବେ ମୋʼ ପ୍ରାଣ ମୋʼ ଠାରୁ ନିଅ; କାରଣ ବଞ୍ଚିବା ଅପେକ୍ଷା ମୋର ମରିବାର ଭଲ।” See the chapterପବିତ୍ର ବାଇବଲ3 ତେଣୁ ମୁଁ ବର୍ତ୍ତମାନ ପ୍ରାର୍ଥନା କରୁଛି, “ହେ ସଦାପ୍ରଭୁ, ମୋତେ ବରଂ ମାରି ଦିଅ। ବଞ୍ଚିବା ଅପେକ୍ଷା ବରଂ ମୋର ମରିବା ଭଲ ହେବ।” See the chapter |