ବିଳାପ 3:8 - ଓଡିଆ ବାଇବେଲ8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ଵର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି। See the chapterପବିତ୍ର ବାଇବଲ8 ଏପରି କି ମୁଁ ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର କଲେ ବି ସଦାପ୍ରଭୁ ମୋ’ ପ୍ରାର୍ଥନା ଶୁଣି ନାହାନ୍ତି। See the chapter |