Online Bible

- Advertisements -




ଲେବୀୟ ପୁସ୍ତକ 10:17 - ଓଡିଆ ବାଇବେଲ

17 “ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ତୁମ୍ଭେମାନେ କିହେତୁ ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ତ ମହାପବିତ୍ର, ପୁଣି ମଣ୍ତଳୀର ଅପରାଧ ବହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 “ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି।

See the chapter Copy

ପବିତ୍ର ବାଇବଲ

17 “ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ମହାପବିତ୍ର ଥିଲା। ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ମଣ୍ଡଳୀର ଅପରାଧ ବହନକରି ଲୋକମାନଙ୍କୁ ତାଙ୍କ ସମ୍ମୁଖରେ ପ୍ରାୟଶ୍ଚିତ କରିବାକୁ ତୁମ୍ଭମାନଙ୍କୁ ଦେଇଛନ୍ତି।

See the chapter Copy




ଲେବୀୟ ପୁସ୍ତକ 10:17

Follow us:

Advertisements


Advertisements