ଲେବୀୟ ପୁସ୍ତକ 18:24 - ଓଡିଆ ବାଇବେଲ24 ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)24 ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ଵାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ଵାରା ଅଶୁଚି ହୋଇଅଛନ୍ତି; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି। See the chapterପବିତ୍ର ବାଇବଲ24 “ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ନିଜକୁ ଅଶୁଚି କର ନାହିଁ। କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି। See the chapter |