ଲେବୀୟ ପୁସ୍ତକ 19:25 - ଓଡିଆ ବାଇବେଲ25 ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। See the chapterପବିତ୍ର ବାଇବଲ (Re-edited) - (BSI)25 ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ପଞ୍ଚମ ବର୍ଷରେ ତୁମ୍ଭେମାନେ ତହିଁର ଫଳ ଭୋଜନ କରିବ, ତହିଁରେ ତୁମ୍ଭମାନଙ୍କ ନିମନ୍ତେ ପ୍ରଚୁର ଫଳ ଫଳିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। See the chapterପବିତ୍ର ବାଇବଲ25 ତା'ପରେ ପଞ୍ଚମ ବର୍ଷରେ ତୁମ୍ଭେମାନେ ସେ ବୃକ୍ଷରୁ ଫଳ ଖାଇ ପାରିବ। ତହିଁରେ ତୁମ୍ଭମାନଙ୍କ ପାଇଁ ପ୍ରଚୁର ଫଳ ଫଳିବ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। See the chapter |