ଲେବୀୟ ପୁସ୍ତକ 19:27 - ଓଡିଆ ବାଇବେଲ27 ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)27 ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ତନ କରିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ। See the chapterପବିତ୍ର ବାଇବଲ27 “ତୁମ୍ଭେମାନେ ନିଜ ନିଜ ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ କିମ୍ବା ନିଜ ନିଜ ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ। See the chapter |