ଲେବୀୟ ପୁସ୍ତକ 19:31 - ଓଡିଆ ବାଇବେଲ31 ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ। See the chapterପବିତ୍ର ବାଇବଲ (Re-edited) - (BSI)31 ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ଵାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ଵେଷଣ କର ନାହିଁ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅଟୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ। See the chapterପବିତ୍ର ବାଇବଲ31 “ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ। ସେମାନଙ୍କ ନିକଟକୁ ଗଲେ, ସେମାନଙ୍କର ଦ୍ୱାରା ଅପବିତ୍ର ହେବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। See the chapter |